Uncategorized

ଗତ ୨୪ ଘଣ୍ଟାରେ ୯୨,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୩୬ ମୃତ

(ନୂଆଦିଲ୍ଲୀ): ଦେଶରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୯୨,୦୭୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ କରୋନାରେ ଆଜି ୧୧୩୬ ଜଣ ପ୍ରାଣ ହରାଇଛନ୍ତି । ନୁତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର ୪୨୭କୁ ବୃଦ୍ଧି ପାଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୯,୭୨୨ରେ ପହଞ୍ଚିଛି । ଏହାସହ ମୋଟ ଆକ୍ଟିଭ୍ କେସ୍ ୯,୮୬,୫୯୮ ରହିଛି ଏବଂ ମୋଟ ୩୭,୮୦,୧୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

୧୯୯୩ ମୁମ୍ବାଇ ବିସ୍ଫୋରଣର ଦୋଷୀ ଅନସାରି ପାରୋଲରେ ଆସି ନିଖୋଜ

mahabharatanews

ଆମେରିକୀୟ କବୟିତ୍ରୀଙ୍କ ନାମରେ ନୋବେଲ ମୋହର

mahabharatanews

ମସଜିଦ ନିର୍ମାଣ ପାଇଁ ଜମି ଚିହ୍ନଟ କଲେ ଯୋଗୀ ସରକାର

mahabharatanews