ଓଡିଶା

ରାଜ୍ୟରେ ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

(ରିପୋଟର୍ସ ଟୁଡେ, ଭୁବନେଶ୍ୱର): ରାଜ୍ୟରେ ଗୁରୁବାର ଆଉ ୧୩ ଜଣ କରୋନା ଆକ୍ରନ୍ତଙ୍କର ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାବ୍ୟତୀତ ଗଜପତି ଜିଲ୍ଲାରୁ ୨ ଜଣ, କଟକ, ବାଲେଶ୍ୱର, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Related posts

ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ଆକ୍ରମଣ

mahabharatanews

ଆସନ୍ତାକାଲିଠୁ ଚିଲିକାରେ ହେବ ପକ୍ଷୀ ଗଣନା ; ୨୧ ଟି ଟିମ୍ ପକ୍ଷୀ ଗଣନା କରିବେ

mahabharatanews

ସାରା ରାଜ୍ୟରେ ପାରଦ ଖସିବା ସହ ବଢୁଛି ଶୀତ

mahabharatanews