ଓଡିଶା

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି ପାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୯୩୪ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

Related posts

ବାଲୁକା ମହୋତ୍ସବର ୨ୟ ଦିନରେ ପରିବେଶ ସୁରକ୍ଷାର ବାର୍ତ୍ତା

mahabharatanews

ନିର୍ବାଚନ ଆସିଲେ ସରକାରଙ୍କ ଘାଷଣା ରାଜନୀତି

mahabharatanews

ହିତାଧିକାରୀଙ୍କୁ ଚୂନ ଲଗାଇଛି ବିଭାଗ

mahabharatanews