ଓଡିଶା

ରାଜ୍ୟରେ ଆଜି ପୁଣି କରୋନା ନେଲା ୧୧ ମୁଣ୍ଡ

(ମହାଭାରତ/ଭୁବନେଶ୍ୱର): ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୭ ରେ ପହଞ୍ଚିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି ।
ସୁଚନା ଯେ, ଆଜି କଟକରୁ ୪ ଏବଂ ଖୋର୍ଦ୍ଧା ଜିଲ୍ଳାରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ, ନୟାଗଡ, କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଈଛନ୍ତି । ତେବେ ଆଜି ଖୋର୍ଦ୍ଧାରୁ ଆଖି ବୁଜିଥିବା ୨ଜଣ ଭୁବନେଶ୍ୱରରୁ ହୋଇଥିବା ଜଣାପଡିଛି ।

Related posts

ବେରବୋଇରେ ଗାନ୍ଧିଜୀଙ୍କ ସ୍ମୃତି ପୀଠର ବିକାଶ କରାଯିବ, ମଡେଲ ସ୍କୁଲ ସ୍ଥାପନ ହେବ

mahabharatanews

ନୂଆବର୍ଷରୁ ପ୍ରତ୍ୟେକ ଟୋଲ୍ ପ୍ଲାଜାରେ ଲାଗିବ ହାଇ- ସ୍ପିଡ୍ କ୍ୟାମେରା

mahabharatanews

ରୋଷେଇ ଘରୁ ୩ ଫୁଟିଆ ନାଗ ଛୁଆ ଉଦ୍ଧାର

mahabharatanews