ଓଡିଶା

ବଢୁଛି କରୋନା : ଦେଶରେ ଚତୁର୍ଥ ସ୍ଥାନରେ ଓଡିଶା

(ଭୁବନେଶ୍ୱର) : ପୁଣି ଧୀରେ ଧୀରେ ମୁଣ୍ଡ ଟେକିବା ଆରମ୍ଭ କଲାଣି କରୋନା ସଂକ୍ରମଣ । ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ୫ଶହ ଉପରେ ଜାରି ରହିଛି। ଏହାକୁ ମିଶାଇ ରାଜ୍ୟରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୩୮୬୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ରୋଗୀଙ୍କ ତାଲିକାରେ ଓଡ଼ିଶା ଏବେ ଦେଶରେ ଚତୁର୍ଥ ସ୍ଥାନରେ ରହିଛି।

ବୌଦ୍ଧ ବାଦ୍ ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ସଂକ୍ରମଣ ହାର ୧୦ ପ୍ରତିଶତରୁ ଅଧିକ ରହିଛି। ପୂର୍ବରୁ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହାର ଅଧିକ ରହୁଥିବା ବେଳେ ଏବେ ପଶ୍ଚିମ ଓଡ଼ିଶାର ଜିଲ୍ଲା ଏଥିରେ ଯୋଡ଼ି ହୋଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।

Related posts

ମହାନଦୀରେ ବନ୍ୟା ଆଶଙ୍କା ; ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ସୂଚନା

mahabharatanews

ଜଗା ଦର୍ଶନ କରିବେ ଭକ୍ତ, ଜାରି ହେଲା ନୂଆ ଏସଓପି

mahabharatanews

ମହିଳାଙ୍କୁ ଧକ୍କା ଦେଇ ଓଲଟିଲା କାର, ମହିଳା ମୃତ

mahabharatanews