ଓଡିଶା

ହଟିଲା କଟକ ପଟାପୋଲ କଣ୍ଟେନମେଣ୍ଟ କଟକଣା

କଟକ: କଟକ ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ହଟାଇଲା କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହି ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପଟ୍ଟାପୋଲ ଅଞ୍ଚଳକୁ କଣ୍ଟେନମେଣ୍ଟଣ୍ଟ ଜୋନ୍ ବାଅ।ବଦ୍ଧଞ୍ଚଳ ଘୋଷଣା କରାଯାଇଥିଲା । ତେବେ ସେହି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଓ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିବା ପରେ କଣ୍ଟେନମେଣ୍ଟ ଜୋନ୍ କଟକଣାକୁ ଉଠାଇ ଦେଇଛନ୍ତି କଟକ ମହାନଗର ନିଗମ କର୍ତ୍ତୃପକ୍ଷର କମିଶନର । ଗତ ୪ ତାରିଖରୁ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟଣ୍ଟ ଜୋନ୍ ଘୋଷଣା କରାଯାଇଥିଲା । କଣ୍ଟେନମେଣ୍ଟ ଜୋନ୍ କଟକଣା ହଟିଥିଲେ ବି ସେଠାରେ ଲକ୍ଡାଉନ୍ କଟକଣା ବଳବତ୍ତର ରହିବ ବୋଲି କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି ।

Related posts

ପୁରୀର ନାମ ପରିବର୍ତ୍ତନ ଅନାବଶ୍ୟକ: ଶଙ୍କରାଚାର୍ଯ୍ୟ

mahabharatanews

ଏପ୍ରିଲ ୨୮ ତାରିଖରୁ +୨ ବୋର୍ଡ ପରୀକ୍ଷା

mahabharatanews

ବିବାଦୀୟ ଅଡିଓ କ୍ଲିପ ମାମଲା: ଦୁଇ ବନ୍ଧୁଙ୍କୁ କୋର୍ଟ ଚାଲାଣ କରାଯିବ

mahabharatanews

Leave a Comment