ଓଡିଶା

ନାମାଙ୍କନ ଭରିଲେ ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ

(ସାଲେପୁର) : ସାଲେପୁରର ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ ଆଶୀର୍ବାଦ ନେଇଥିଲେ।

ସୂଚନାନୁଯାୟୀ , ଅରିନ୍ଦମ କହିଥିଲେ, ଜନସାଧାରଣଙ୍କ ପାଇଁ କାମ କରିବାକୁ ମୋତେ କୁହାଯାଇଛି। ନିଶ୍ଚିତ ଭାବେ ମୁଁ କାମ କରିବି। ପ୍ରତ୍ୟେକଟି ଲୋକଙ୍କୁ ଚିହ୍ନିବି। ଏତିକି ପ୍ରତିଶ୍ରୁତି ଦେଉଛି ମୋତେ ଯେତେବେଳେ, ଯେଉଁ ସମୟରେ ଖୋଜିବେ ତାଙ୍କ ପାଖରେ ନିଶ୍ଚିତ ପାଇବେ। ପ୍ରଥମେ ଲୋକମାନଙ୍କୁ ଭେଟି ତାଙ୍କ କଥା ଶୁଣିବି, ତାପରେ ଆଗାମୀ ଦିନରେ କ’ଣ କାମ କରିବି ତାହା ନିଷ୍ପତ୍ତି ନେବି। ହେଲେ ଏବେ ଭାଜପା ଲହର ରହିଛି।

Related posts

କଲେଜରୁ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅଶାନ୍ତି

mahabharatanews

ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେଲା ଗଜଭୋଗ 

mahabharatanews

ଅଗ୍ନିକାଣ୍ଡରେ ୬ ପରିବାରର ୯ ବଖରା ପୋଡି ପାଉଁଶ

mahabharatanews