ଓଡିଶା

୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

(ଭୁବନେଶ୍ୱର) : ୧୯ କିମ୍ବା ୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ବଙ୍ଗୋପସାଗର ଓ ଆରବସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଗରମର ପ୍ରକୋପ କମିବ ।  ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି ।

ଡ. ପଶୁପାଳକ କହିଛନ୍ତି, ସାଧାରଣତଃ ଅକ୍ଟୋବର ୧୦ରୁ ୧୫ ତାରିଖ ଭିତରେ ଓଡ଼ିଶାରୁ ମୌସୁମୀ ଫେରିଯାଏ । ଏହାପରେ ରାଜ୍ୟକୁ ଉତ୍ତର-ପୂର୍ବ ମୌସୁମୀ ବାୟୁ ପ୍ରବାହିତ ହୋଇଥାଏ । ପଶ୍ଚିମ ଭାରତରେ ଗୁରୁଚାପ ସୃଷ୍ଟି ହୋଇଛି । ଫଳରେ ସେଠାରୁ ପଶ୍ଚିମା ପବନ ବହୁଛି ଓ ଓଡ଼ିଶା ଗରମ ହେବାରେ ଲାଗିଛି। ଏହାକୁ ‘ଅକ୍ଟୋବର ହିଟ୍‌’ ବୋଲି କୁହାଯାଇଥାଏ ।

 

Related posts

ବିଚାରଧୀନ ବନ୍ଦୀଙ୍କ ଶିଶୁ ଚି଼ହ୍ନଟ ଓ ପରାମର୍ଶ କର୍ମଶାଳା

mahabharatanews

ଦୂତି ପ୍ରେମିକାଙ୍କୁ ସଫଳତାର ଶ୍ରେୟ ଦେବା ପରେ ସରସ୍ୱତୀଙ୍କ ପ୍ରଶ୍ନ

mahabharatanews

ଲିଙ୍ଗରାଜ ମନ୍ଦିର ପାଇଁ ବିଏମସି ପକ୍ଷରୁ ଏକ ନୂଆ ଗାଇଡଲାଇନ ପ୍ରକାଶ

mahabharatanews