ଓଡିଶା

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ଦେହାନ୍ତ

(ଭୁବନେଶ୍ୱର): ଆଜି ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ଦେହାନ୍ତ ଘଟିଛି । ଶ୍ରୀ ରାଉତ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ୭୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ଜଗନ୍ନାଥ ରାଉତ ଧାମନଗର ଆସନରୁ ୩ ଥର କଂଗ୍ରେସ ବିଧାୟକ ଥିଲେ। ଜଗନ୍ନାଥ ରାଉତଙ୍କ ମୃତ୍ୟୁକୁ ନେଇ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଭଦ୍ରକ ଧୁଷୁରୀର ନରସିଂହପୁର ଗାଁରେ ଜନ୍ମ ହୋଇଥିଲେ ।

Related posts

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଛି ; ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ

mahabharatanews

ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା; ଖୋଲିଲା ଶିଖରଚଣ୍ଡୀ ମନ୍ଦିର

mahabharatanews

କ୍ୱାରାଣ୍ଟାଇନ୍ ସେଣ୍ଟରରେ ଶିଶୁ ଓ ମହିଳାଙ୍କୁ ଗୁରୁତ୍ଵ

mahabharatanews