ଭାରତ

ହାତରେ ରାକ୍ଷୀ ବାନ୍ଧିଲେ ପ୍ରଧାନମନ୍ତ୍ରୀ 

(ଦିଲ୍ଲୀ) : ପ୍ରଧାନମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନି କୁନି ପିଲା । ଦିଲ୍ଲୀର ଏକ ସ୍କୁଲ ପିଲାମାନେ ମୋଦୀଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି । କୁନି କୁନି ପିଲାଙ୍କ ସହ ମିଶି ରକ୍ଷା ବନ୍ଧନ ଉତ୍ସବ ମନାଇଛନ୍ତି ପ୍ରଧାନମନ୍ତ୍ରୀ ।

ସୂଚନାନୁଯାୟୀ ,  ରକ୍ଷା ବନ୍ଧନ ପରେ ମୋଦି ସେମାନଙ୍କ କ୍ଲାସ ରୁମରେ ପିଲାଙ୍କ ସହ ଫଟୋ ଉଠାଇଥିଲେ ।  ଏହି ପର୍ବଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ସହ ମଧ୍ୟ ଜଡିତ ରକ୍ଷା ବନ୍ଧନ ପର୍ବ । ଦେବୀ ସୁଭଦ୍ରା ଭାଇ ବଳଭଦ୍ର ଏବଂ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିଥାନ୍ତି । ଏହି ରାକ୍ଷୀ ବନ୍ଧନର ପରମ୍ପରା ବହୁ ପ୍ରାଚୀନ କାଳରୁ ରହିଆସିଛି । ଗହ୍ମା ପୂର୍ଣ୍ଣିମା ଦିନଟି ଭଗବାନ ବଳଭଦ୍ରଙ୍କ ଜନ୍ମତିଥି ଭାବେ ଗ୍ରହଣ କରାଯାଏ । ଏହି ଦିନରେ ଗୋମାତାଙ୍କୁ ମଧ୍ୟ ପୂଜାର୍ଚ୍ଚନା କରାଯାଏ ।

Related posts

ଆଜି କେଜ୍ରିୱାଲ୍‌ଙ୍କ ମାଆବାପାଙ୍କୁ ପଚରାଉଚରା କରିବ ପୁଲିସ୍‌

mahabharatanews

ଆରପାରିରେ ପୂର୍ବତନ କେନ୍ଦ୍ର ଗୃହ ସଚିବ ମାଧବ ଗଡବୋଲେ

mahabharatanews

ମନୋଜ ତିୱାରୀଙ୍କୁ ଟକ୍କର ଦେବେ କହ୍ନେୟା କୁମାର

mahabharatanews