ଓଡିଶାସ୍ୱାସ୍ଥ୍ୟ

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ଆକ୍ରାନ୍ତ ସଂଖ୍ୟା ଟପିଲା ୨୦୦

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ ।  ଏବେ ଭୁବନେଶ୍ବରରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା ୨୧୧ରେ ପହଞ୍ଚିଛି । ତେବେ ଧିରେ ଧିରେ ଏହାର ସଂଖ୍ୟା ବୃଦ୍ଧି ହେବା ଚିନ୍ତାର କାରଣ ପାଲଟିଛି । ବର୍ଷା ଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରୁ ରାଜଧାନୀରେ ବଢ଼ିବାରେ ଲାଗିଛି ସଂକ୍ରମଣଙ୍କ ସଂଖ୍ୟା ।

ଜୁଲାଇ ମାସରେ ୧୬୦ଜଣ ସଂକ୍ରମିତ ସହରରୁ ବାହାରିଥିବା ବେଳେ ଗତ ୧୧ଦିନରେ ୯୬ ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜାଗମରା, ସାଲିଆସାହି, ପଟିଆ ଆଦି ସ୍ଥାନରୁ ବେଶି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖଣ୍ଡଗିରି ଏହାର ହଟ୍‌ସ୍ପଟ୍‌ ପାଲଟିଛି। ଏଠାରୁ ସର୍ବାଧିକ ୨୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ମାସକ ଭିତରେ ଏହି ଅଞ୍ଚଳରୁ ଦୈନିକ ଡେଙ୍ଗୁରୋଗୀ ବାହାରୁଥିବା ଜଣାପଡିଛି ସ୍ବାସ୍ଥ୍ୟ କର୍ମଚାରୀ ସୂଚନା ଦେଇଛନ୍ତି । ଜାନୁଆରୀରୁ ଜୁଲାଇ ୨୭ ପର୍ଯ୍ୟନ୍ତ ଖୋର୍ଦ୍ଧାରେ ମୋଟ୍‌ ୧୧ ହଜାର ୯୧୦ ଟେଷ୍ଟିଂ ହୋଇଥିବା ବେଳେ ଏଥିରୁ ୪୬୭ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।  ଏଥିରେ ବିଏମ୍‌ସି ଅଞ୍ଚଳର ୨୧୧ ଜଣ ଓ ଖୋର୍ଦ୍ଧା

Related posts

ନକ୍ସଲଙ୍କ ଚ୍ୟାଲେଞ୍ଜ: ଠିକାଦାରଙ୍କୁ ହତ୍ୟା, ବାହନ ପୋଡି

mahabharatanews

ମାଲକାନଗିରିରେ ଜାତୀୟ ଭୋଟର ଦିବସ ପାଳନ

mahabharatanews

ସହିଦ ସପ୍ତାହ: ଜବତ ହେଲା ମାଓ ବ୍ୟାନର

mahabharatanews