ରାଜନୀତି

ଧର୍ମେନ୍ଦ୍ର ପ୍ରଧାନଙ୍କୁ କର୍ଣ୍ଣାଟକର ପର୍ଯ୍ୟବେକ୍ଷକ ଦାୟିତ୍ୱ ନ୍ୟସ୍ତ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କର୍ଣ୍ଣାଟକର ପର୍ୟ୍ୟବେକ୍ଷକ ଦାୟିତ୍ୱ ନ୍ୟସ୍ତ କରିଛି ବିଜେପି । କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ରାଜନୈତିକ ଅସ୍ଥିରତା ଲାଗି ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜେପି ଧମେନ୍ଦ୍ରଙ୍କୁ ଏହି ଦାୟିତ୍ୱ ନ୍ୟସ୍ତ କରିଛି । ଦାୟିତ୍ୱ ମିଳିବା ପରେ ସେ ଶୀଘ୍ର ବାଙ୍ଗାଲୁରୁ ଯାଉଥିବା ଜଣାପଡିଛି । ସେଠାରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ଦଳରେ ବିଚାର ବିମର୍ଷ କରିବେ । ଏହି ଗସ୍ତ କାଳରେ ଜାତୀୟ ବିଜେପି ସାଧାରଣ ସମ୍ପାଦକ ତଥା କର୍ଣ୍ଣାଟକ ପ୍ରଭାରୀ ଅରୁଣ ସିଂହ ଙ୍କ ରହିବେ ।

Related posts

ବିଜେପିରେ ଆନୁଷ୍ଠାନୀକ ଭାବେ ସାମିଲ ହୋଇଛନ୍ତି ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ

mahabharatanews

ଯୁବ କଂଗ୍ରେସର ନୂଆ ସଭାପତିଙ୍କ ଦାୟିତ୍ୱ ଗ୍ରହଣ ପୂର୍ବରୁ କଂଗ୍ରେସ ଭବନରେ ଗୋଷ୍ଠୀ ସଂଘର୍ଷ

mahabharatanews

ବେଙ୍ଗଲ SIRରେ ଭୋଟର ତାଲିକାରୁ ନାମ ବାଦ ପଡିଲା 91 ଲକ୍ଷ ନାମ

mahabharatanews