ଓଡିଶା

ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

ଭଦ୍ରକ/ସେକ ଫଇଜାନ କାଦରୀ : ଭଦ୍ରକ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଚାନ୍ଦବାଲି ମାନ୍ୟବର ବିଧାୟକ ଡ଼ ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ମାନ୍ୟବର ବରିଷ୍ଠ ବିଧାୟକ ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ଭଦ୍ରକ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସଞ୍ଜିବ କୁମାର ମଲ୍ଲିକ, ବାସୁଦେବପୁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଷ୍ଣୁବ୍ରତ ରାଉତରାୟ, ଧାମନଗର ମାନ୍ୟବର ବିଧାୟକ, ଭଦ୍ରକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଫୁଲ୍ଲ ଜେନା, ଧାମନଗର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ମୁକ୍ତିକାନ୍ତ ମଣ୍ତଳ ଏବଂ ଭଦ୍ରକ ଜିଲ୍ଲାପାଳ ମହୋଦୟ ବୈଠକରେ ଉପସ୍ଥିତ ଥିଲେ ।

Related posts

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ରୋଗୀଙ୍କ ସମେତ ୩ ଆହତ

mahabharatanews

ଭିତରକନିକାରେ ଆଜିଠୁ ପକ୍ଷୀ ଗଣନା

mahabharatanews

ହାଜତ ମୃତିୟୁ ପାଇ ପୋଲିସ ଓ ସି ଅର୍ ପି ଏଫ୍ ଦେବେ ୧୦ ଲକ୍ଷ୍ୟ କ୍ଷତିପୂରଣ

mahabharatanews