ଭାରତ

ଧାରା ୧୪୨ ଆଧାରରେ ତତ୍କାଳ ମିଳିପାରିବ ଛାଡ଼ପତ୍ର

ନୂଆଦ୍ୱିଲ୍ଲୀ: ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିଛନ୍ତି । ଧାରା ୧୪୨ ଆଧାରରେ ତତ୍କାଳ ମିଳିପାରିବ ଛାଡପତ୍ର । ବିବାହକୁ ରଦ୍ଦ ବୋଲି ଘୋଷଣା କରିବାର ସର୍ବୋଚ୍ଚ ନ୍ୟାୟାଳୟର ଅଧିକାର ରହିଛି । ଯଦି ବିବାହକୁ ଜାରୀ ରଖିବା ଅସମ୍ଭବ ତେବେ ସୁପ୍ରିମକୋର୍ଟ ତାଙ୍କ ତରଫରୁ ଛାଡପତ୍ର ପାଇଁ ନିର୍ଦ୍ଦେଶ ଦେଇପାରିବେ । ୫ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କହିଛନ୍ତି ଧାରା ୧୪୨ ଅନୁଯାୟୀ ସ୍ୱତନ୍ତ୍ର କ୍ଷମତାର ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି ।

Related posts

ଜଳମଗ୍ନ ଚେନ୍ନାଇ ସହର

mahabharatanews

୧୧ଟା ସୁଦ୍ଧା ୨୬.୩୦ ପ୍ରତିଶତ ମତଦାନ

mahabharatanews

ପରଲୋକରେ ଅଭିନେତା କଜାନ ଖାନ

mahabharatanews