ଭାରତ

ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ

(ଆଫଗାନିସ୍ତାନ) : ଭୂକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ । ଫୈଜାବାଦରେ ଆଜି ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଦକ୍ଷିଣ ପୂର୍ବ ଫୈଜାବାଦ ଠାରୁ ୧୧୬ କିଲୋମିଟର ଦୂରରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ତେବେ ଯାହାର ତୀବ୍ରତା ରିଚ୍ଟର ସ୍କେଲରେ ୪.୩ ରେକର୍ଡ କରାଯାଇଛି ।

ସୂଚନାନୁଯାୟୀ , ସକାଳ ୩.୨୩ରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପର ଗଭୀରତା ୧୨୦ କିଲୋମିଟର ଥିବା ନେଇ ସୂଚନା ରହିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ନେଇ ଖବର ସାମ୍ନାକୁ ଆସିନାହିଁ ।

 

 

Related posts

ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କୁ ‘ଜେଡ୍‌’ ସୁରକ୍ଷା

mahabharatanews

ଦେଶରେ ପ୍ରଥମ ଥର ପାଇଁ ୯୦ ଟଙ୍କା ମୁଦ୍ରା 

mahabharatanews

ପଶ୍ଚିମ ବଙ୍ଗର ୧୦ ନିଖୋଜ ପବର୍ତ୍ତାରୋହଣକାରୀଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ଉଦ୍ଧାର

mahabharatanews