ଭାରତ

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ନୂଆ ଦିଲ୍ଲୀ: ଦିଲ୍ଲୀ- ଏନସିଆର , ହରିୟାଣା ଏବଂ ପଞ୍ଜାବରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଜମ୍ମୁ କାଶ୍ମୀର ପୁଞ୍ଚରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା କୁହାଯାଉଛି । ଆଜି ଅପରାହ୍ନ ୨.୫୦ମିନିଟ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ହିନ୍ଦୂକୁଶ ଅଞ୍ଚଳରେ ରେକ୍ଟର ସ୍କେଲରେ ୬.୨ ତୀବ୍ରତାର ଭୂକମ୍ପ ଝଟକା ଲାଗିଛି । ତେବେ ଭୂକମ୍ପର କେନ୍ଦ୍ରସ୍ଥଳ ପାକିସ୍ତାନ ଓ ଆଫଗାନିସ୍ତାନ ହୋଇଥିବା ସୂଚନା ରହିଛି ।

Related posts

ସେନା ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ

mahabharatanews

ଅଡୁଆରେ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ

mahabharatanews

ବଲିଉଡରେ ନଜର ଆସିବେ ଐଶ୍ୱର୍ଯ୍ୟା

mahabharatanews