ଭାରତ

କେଜ୍ରିୱାଲଙ୍କ ଇଡି ଆବେଦନ ଖାରଜ

(ଦିଲ୍ଲୀ) : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜାମିନ ସର୍ତ୍ତାବଳୀ ଉଲ୍ଲଂଘନ କରିଥିବା ଦର୍ଶାଇ ତାଙ୍କ ଅନ୍ତରୀଣ ଜାମିନକୁ ବାତିଲ କରିବା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଆଜି ଖାରଜ କରିଦେଇଛନ୍ତି।

ସୂଚନାନୁଯାୟୀ , ଜାମିନ ରଦ୍ଦ କରି କେଜ୍ରିଵାଲଙ୍କୁ ଜେଲ୍ ଯିବାକୁ ନିର୍ଦ୍ଦେଶ ଦେବାକୁ ହୋଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଗତ ସପ୍ତାହରେ ସର୍ବୋଚ୍ଚ ନ୍ୟାୟାଳୟ ଆପ୍ ମୁଖ୍ୟ ଜଣେ ଅଭ୍ୟାସଗତ ଅପରାଧୀ ନୁହନ୍ତି ଏବଂ ତାଙ୍କୁ ତାଙ୍କ ଦଳ ପାଇଁ ପ୍ରଚାର କରିବାକୁ ଅନୁମତି ଦିଆଯାଇପାରେ ବୋଲି କହିବା ପରେ କେଜ୍ରିୱାଲଙ୍କୁ ଜାମିନରେ ମୁକ୍ତ କରାଯାଇଥିଲା।

Related posts

 ଅପରେସନ୍ ଅଜୟ; ଆଉ ଫେରିଲେ ୨୭୪ ଭାରତୀୟ 

mahabharatanews

୧୬ ବିଧାୟକ ଅଯୋଗ୍ୟ ମାମଲା, ବିଧାୟକଙ୍କ ଅଯୋଗ୍ୟତା ଉପରେ ନିଷ୍ପତି ନେବାକୁ ମନା କଲେ ସୁପ୍ରିମକୋର୍ଟ ନାହିଁ

mahabharatanews

 ରାଜୀବ ଗାନ୍ଧିଙ୍କ ହତ୍ୟାକାରୀଙ୍କ ଦେହାନ୍ତ

mahabharatanews