ଭାରତ

ସୁନିତା କେଜ୍ରିୱାଲଙ୍କ ସମ୍ପର୍କୀୟଙ୍କ ଘରେ ରେଡ୍ 

(ଦିଲ୍ଲୀ) : ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଗିରଫ ପରେ ବର୍ତ୍ତମାନ ଅଡୁଆରେ ତାଙ୍କ ପରିବାର । ଆଜି ଇଡି ତାଙ୍କ ପତ୍ନୀ ସୁନିତା କେଜ୍ରିୱାଲଙ୍କ ଦୂର ସମ୍ପର୍କୀୟଙ୍କ ଘରେ ରେଡ୍ କରିଥିବା ନେଇ ସୂଚନା ରହିଛି ।

ସୂଚନାନୁଯାୟୀ , ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଆରାମ ମିଳିନାହିଁ। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ ରେ ହେବ। କେଜ୍ରିୱାଲ ଯୁକ୍ତି କରିଛନ୍ତି ଯେ ନିର୍ବାଚନ ସମୟରେ ତାଙ୍କୁ ଗିରଫ କରିବା ସମ୍ବିଧାନର ମୌଳିକ ଗଠନ ବିରୁଦ୍ଧ ଅଟେ। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ପ୍ରକାରର ଆଶ୍ୱସ୍ତି ମିଳିନାହିଁ। ସେ ଇଡିର ଗିରଫଦାରୀ ଓ ରିମାଣ୍ଡକୁ ବେଆଇନ ଦର୍ଶାଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ।

Related posts

ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ରେଡ

mahabharatanews

କୃଷକ ନେତା ରାକେଶ ଟିକାୟତଙ୍କ ମୁହଁରେ କାଳି ମାଡ଼

mahabharatanews

 ଚୀନ୍‌ରେ ବଢୁଛି ଓମିକ୍ରନ୍‌ ସଂକ୍ରମିତ ସଂଖ୍ୟା

mahabharatanews