ଓଡିଶା

କାଳବୈଶାଖୀ ସମ୍ଭାବନା; ସତର୍କ ସୂଚନା ଜାରି

(ଭୁବନେଶ୍ୱର) : କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।

ସୂଚନାନୁଯାୟୀ , ଆସନ୍ତା ବୁଧବାର ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଶୁକ୍ରବାର ଆଡ଼କୁ ପୁଣିଥରେ ପାଗ ବଳଦିବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି। କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସହିତ ଆଜି ୧୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆଗାମୀ ଦିନରେ ପାଗ କୋହଲା ରହିବ ବୋଲି ସୂଚନା ମିଳିଛି ।

Related posts

ମୁମୂର୍ଷୁ ଅବସ୍ଥାରେ ପୂର୍ବତନ ବ୍ଲକ୍ ଶିକ୍ଷା ଅଧିକାରୀ ଉଦ୍ଧାର

mahabharatanews

ବେଗୁନିଆ ହଜ ଅଞ୍ଚଳରେ ହାତୀ ଆକ୍ରମଣରେ ଜଣେ ମୃତ, ଟାୟାର ଜାଳି ରାସ୍ତା ଅବରୋଧ

mahabharatanews

ସରକାରୀ ନିୟମର ଖୋଲାଖୋଲି ଉଲ୍ଲଘଂନ

mahabharatanews