ଓଡିଶା

ସହିଦଙ୍କ ଜନ୍ମସ୍ଥାନର ପବିତ୍ର ମାଟି ସଂଗ୍ରହ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ 

ମୁଣ୍ଡରେ ଅମୃତ କଳସ ଧରି ସହିଦଙ୍କ ଜନ୍ମସ୍ଥାନର ପବିତ୍ର ମାଟି ସଂଗ୍ରହ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସହିଦଙ୍କ ଗାଁରେ ପହଞ୍ଜିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପୁରୀ ବୀରହରେକୃଷ୍ଣପୁର ଗାଁକୁ ଯାଇ ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ କଲେ ପରିଦର୍ଶନ କରିଛନ୍ତି । ସେଠାରେ ଅମୃତ କଳା ଯାତ୍ରାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ସୂଚାନନାନୁଯାୟୀ ,  ପୁରୀ ପେଣ୍ଠକଟା ନିକଟ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କାର୍ଯ୍ୟକ୍ରମରେ ସାମିଲ ହୋଇ ବୃକ୍ଷରୋପଣ କରିଥିଲେ କେନ୍ଦ୍ରମନ୍ତ୍ରୀ । ଏଠାରେ ଆୟୋଜିତ ଏକ ସଭାରେ ୧୨ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ସମ୍ମାନିତ କରିଥିଲେ କେନ୍ଦ୍ର ଅର୍ଥମନ୍ତ୍ରୀ । ଏହା ପରେ ଅର୍ଥମନ୍ତ୍ରୀ ପଞ୍ଚ ପ୍ରାଣ ଶପଥ ପାଠ କରାଇଥିଲେ । ‘

Related posts

ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

mahabharatanews

ଆଜି ପାଟଣାରେ ସପ୍ତାହାନ୍ତ ସଟଡାଉନ

mahabharatanews

ନଦୀରେ ଗାଧୋଇବା ହେଲା କାଳ , କୁସେଇ ନଦୀରେ ବୁଡି ଯୁବକ ମୃତ

mahabharatanews