ଓଡିଶା

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ବୁଧବାର ପରଲୋକ ଘଟିଛି

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ବୁଧବାର ପରଲୋକ ଘଟିଛି । ବାର୍ଦ୍ଧକ୍ୟ ଜନିତ ସମସ୍ୟାରେ ପୀଡିତ ହୋଇ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧, ୬୭ ଓବ ୭୧ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେମେନ୍ଦ୍ରଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ଏବଂ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Related posts

୭ରେ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

mahabharatanews

ସୁରକ୍ଷା କବଚ ପ୍ରସ୍ତୁତ କଲା କୋଭିଡ୍-୧୯ର ଆଇଟିଆଇ

mahabharatanews

କରୋନା ଖବର ପ୍ରସାରଣ ଉପରେ ଅଙ୍କୁଶ, ଗାଇଡଲାଇନ୍ ଜାରି

mahabharatanews