ଓଡିଶା

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ବୁଧବାର ପରଲୋକ ଘଟିଛି

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କର ବୁଧବାର ପରଲୋକ ଘଟିଛି । ବାର୍ଦ୍ଧକ୍ୟ ଜନିତ ସମସ୍ୟାରେ ପୀଡିତ ହୋଇ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧, ୬୭ ଓବ ୭୧ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେମେନ୍ଦ୍ରଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳ ଏବଂ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

Related posts

ରାଜ୍ୟରେ ଆଉ ୨୨୪୪ ସଂକ୍ରମିତ ଚିହ୍ନଟ

mahabharatanews

ଭିଜିଲାନ୍ସ ପଞ୍ଝାରେ ବନବିଭାଗର ଫରେଷ୍ଟର ଯୋଗେନ୍ଦ୍ର ମାଝୀ

mahabharatanews

ବଢୁଛି ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା, ସତର୍କ ରହିବାକୁ ପରାମର୍ଶ 

mahabharatanews