ଓଡିଶା

କମିଲା ସୁନା ଦର

(ଭୁବନେଶ୍ୱର): ବିବାହ ଋତୁ ପାଖେଇଆସୁଥିବା ବେଳେ ବୃଦ୍ଧି ପାଇବାରେ ଲାଗିଛି ସୁନା ଦରଦାମ  ।  ସୁନାର ଦାମ୍ ବୃଦ୍ଧିକୁ ନେଇ ଚିନ୍ତାରେ ଗ୍ରାହକ । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ତେବେ ବର୍ତ୍ତମାନ ସାମାନ୍ୟ କମିଛି ସୁନା ଦର । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୬୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୬୦ ଟଙ୍କା ହୋଇଛି ।

ସୂଚନାନୁଯାୟୀ, ଏହିକ୍ରମରେ କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୬୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୪୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୯.୭୦ ଟଙ୍କା ରହିଛି।

Related posts

ମୁମ୍ବାଇରେ ଚମକିଲେ ଦୁଇ ଓଡିଆ ସୁନ୍ଦରୀ

mahabharatanews

ପିକ୍ଅପକୁ ପିଟିଲା ଟ୍ରକ, ୪ ବ୍ୟାଣ୍ଡପାର୍ଟି ସଦସ୍ୟ ମୃତ, ୮ ଗୁରୁତର

mahabharatanews

ଦନ୍ତା ଆକ୍ରମଣରେ ଚାଲିଗଲା ୨ଜୀବନ

mahabharatanews

Leave a Comment