ଓଡିଶା

ବଢୁଛି ସୁନା ଦର, ଜାଣନ୍ତୁ ଆଜିର ମୂଲ୍ୟ

(ଭୁବନେଶ୍ୱର):  ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଛି  ।  ତେବେ ଆଜି ସୁନା କାରବାରରେ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୨,୧୩୦ ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୬,୯୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୬୯୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୫,୫୬୦ ଟଙ୍କା  ରହିଛି।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୬୯୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୫୬୦ଟଙ୍କା ରହିଛି।

ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୫୬ ଟଙ୍କା, ୧୦ ଗ୍ରାମ ପିଛା ୮୨୦ ଟଙ୍କା , ୧୦୦ ଗ୍ରାମ ପିଛା ୮,୨୦୦ ଓ ୧ କେଜି ପିଛା ୮୨,୦୦୦ ଟଙ୍କା ରହିଛି।

Related posts

୩ରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

mahabharatanews

ପୁଣି ଜଣେ ଛାତ୍ରଙ୍କୁ ରାଗିଂ

mahabharatanews

ବୃଦ୍ଧ ଓ ବୃଦ୍ଧାଙ୍କୁ ଶୀତବସ୍ତ୍ର ବଣ୍ଟନ

mahabharatanews