ଓଡିଶା

ଗୋଟିଏ ଫୋଟୋରେ ଦୁଇ ପ୍ରଜାତିର ବାଘ

(ଶିମିଳିପାଳ) : ଓଡ଼ିଶା ଜଙ୍ଗଲରୁ ଦୁଇଟି ଭିନ୍ନ ଭିନ୍ନ  ଦୃଶ୍ୟ ଆଜି ସାମ୍ନାକୁ ଆସିଛି। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଦୁଇ ପ୍ରଜାତିର ବାଘ କାନ୍ଧକୁ କାନ୍ଧ ମିଶାଇ ଚାଲିବାର ଦୃଶ୍ୟ ଦେଖିବାକୁ ମିଳୁଛି।

ସୂଚନାନୁଯାୟୀ , ଗୋଟିଏ ସମୟ ଥିଲା ଓଡ଼ିଶାରେ ଘଡ଼ିଆଳ ଲୋପ ପାଇଯିବାର ସମ୍ଭାବନା ସୃଷ୍ଟି ହୋଇଥିଲା। ମାତ୍ର ଆଜି ସକାଳ ସମୟରେ ସାତକୋଶିଆ ଗଣ୍ଡରେ ୩୫ଟି ଘଡ଼ିଆଳ ଜନ୍ମ ଗ୍ରହଣ କରିଛନ୍ତି। ୪ ଦଶନ୍ଧି ପରେ କ୍ରମାଗତ ୪ର୍ଥ ଥର ପାଇଁ ମହାନଦୀର ସାତକୋଶିଆ ଗଣ୍ଡରେ ପ୍ରାକୃତିକ ଭାବେ ଘଡ଼ିଆଳ ପ୍ରଜନନ କରିଛନ୍ତି। ପିସିସିଏଫ୍‌ଙ୍କ ଏଭଳି ସୂଚନା ପରେ ବିଲୁପ୍ତପ୍ରାୟ ଅବସ୍ଥାକୁ ଆସିଯାଇଥିବା ଘଡ଼ିଆଳର ସୁରକ୍ଷା ପାଇଁ ନିଆଯାଉଥିବା ପଦକ୍ଷେପକୁ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ପ୍ରଶଂସା କରିଛନ୍ତି।

Related posts

ପାରାଦୀପରେ ବିଂଶତମ ଜାତୀୟ ନାଟକ ମହୋତ୍ସବ ଉଦଘାଟିତ

mahabharatanews

ବଲାଙ୍ଗିରରୁ ଭୁବନେଶ୍ୱର ଆସିବା ବାଟରେ ଓଲଟିଲା ଯାତ୍ରୀବାହୀ ବସ୍

mahabharatanews

୩୪ ତମ ସର୍ବ ଭାରତୀୟ ଲାଲମନୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୋଭାଯାତ୍ରା

mahabharatanews