ଓଡିଶା

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍

(ଗଞ୍ଜାମ) :  ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ କୁମାରବେଗପଲି ନିକଟରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଥିବାର ଖବର ମିଳିଛି। ଏହାଫଳରେ ଉକ୍ତ ବାଟଦେଇ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଆଜି ସକାଳ ୯ଟା ୨୦ରେ ଏକ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଟ୍ରେନର ଦୁଇଟି ଇଞ୍ଜିନ ଲାଇନଚ୍ୟୁତ ହୋଇଛି।  ଘଟଣାସ୍ଥଳରେ ଉଦ୍ଧାର କାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସଦ୍ୟତମ ସୂଚନା ଅନୁଯାୟୀ ଗୋଟିଏ ଇଞ୍ଜିନ୍  ଲାଇନ୍ ଉପରକୁ ଆସିଛି।

Related posts

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

mahabharatanews

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଆଉ ମାତ୍ର ୧୪ଦିନ   

mahabharatanews

ଇସ୍ତଫା ଦେଲେ ଓଡ଼ିଶା ଉପବାଚସ୍ପତି ରଜନୀକାନ୍ତ ସିଂହ

mahabharatanews