ଓଡିଶା

ଜିଲ୍ଲାପାଳଙ୍କ ବିଭିନ୍ନ କୋଭିଡ କେୟାର ହୋମ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମୀକ୍ଷା

(ଜୟନ୍ତ ସେଠି/ଗୋପ): ଜିଲ୍ଲାପାଳ ଶ୍ରୀ ବଲଓ୍ବନ୍ତ ସିଂ ଜିଲ୍ଲାର ବିଭିନ୍ନ କୋଭିଡ କେୟାର ହୋମ ଓ ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବୁଲି ଦେଖିବା ସହ କରୋନା ମୁକାବିଲା ପ୍ରସ୍ଥୁତିର ସମୀକ୍ଷା କରିଛନ୍ତି । ବାଙ୍ଗୁରୀ ଗାଁ, କାକଟପୁର, ନିମାପଡା, କୋଣାର୍କସ୍ଥିତ କୋଭିଡ ଯତ୍ନ କେନ୍ଦ୍ର ଏବଂ ବାଙ୍ଗୁରୀ ଗାଁ, ଚାରିଛକ, ନିମାପଡା ଓ ଗୋପ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ୟ୍ୟରତ ଅଧିକାରୀ ଓ କର୍ମଚାରୀ, ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ଜିଲ୍ଲାପାଳ ଆଲୋଚନା କରିବା ସହ କରୋନା ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଛନ୍ତି । ଜିଲ୍ଲାପାଳଙ୍କ ଉକ୍ତ ଗସ୍ତ ସମୟରେ ସ୍ଥାନୀୟ ତହସିଲଦାର, ବିଡିଓ, ନିର୍ବାହୀ ଅଧିକାରୀ, ସିଡିଏମ୍ଓ ଡଃ ସୁଜାତା ମିଶ୍ର, ଡିପିଏମ୍ ଟି. ନାରାୟଣ ରାଓ ପ୍ରମୁଖ ସାମିଲ ଥିଲେ ।

Related posts

ଶ୍ୟାମାକାଳୀ ମନ୍ଦିରରେ ଶ୍ୱେତ ପେଚାର ନୃତ୍ୟ

mahabharatanews

୨୮ ସୁଦ୍ଧା ସରିବ ଖାତାଦେଖା

mahabharatanews

ବଢୁଛି ଡେଙ୍ଗୁର ପ୍ରାଦୁର୍ଭାବ,ମଶା ଶରୀରରେ ପରିବର୍ତ୍ତନ

mahabharatanews