ଓଡିଶା

ବୋର୍ଡ – ନିଗମର ଖାଲି ଥିବା ପଦବୀର ତଥ୍ୟ ଦେଲେ ବିଭାଗ, ବଢିଲା ଲବିରେ ଥିବା ନେତାଙ୍କ ଆଶା

ବିଭିନ୍ନ ବିଭାଗ ଅଧୀନରେ ଆସୁଥିବା ବୋର୍ଡ ନିଗମରେ କେତେ ପଦବୀ ଖାଲି ଅଛି ଏବଂ ନୂଆ ସରକାର ଆସିବା ପରେ କେତେ ନିଯୁକ୍ତି ହୋଇଛି ତାର ତଥ୍ୟ ମାଗିଥିଲେ ସରକାର। ନିର୍ଦ୍ଦେଶ ଅନୁସାରେ ତଥ୍ୟ ଦେଇଛନ୍ତି ବିଭାଗ। 17 ଟି ବିଭାଗରେ 32 ଟି ବୋର୍ଡ ନିଗମ ବାବଦରେ ତଥ୍ୟ ଦିଆଯାଇଛି। ନୂଆ ସରକାର ଆସିବା ପରେ  ୩୨ଟି ବୋର୍ଡ ନିଗମରେ 677 ଜନଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଜୁନ 30 ୧୧୮୩ ଜଣଙ୍କୁ ନିଯୁକ୍ତି ଦେବା ପାଇଁ ଲକ୍ଷ ରଖିଛନ୍ତି ବିଭାଗ ଗୁଡିକ । 17 ଟି ବୋର୍ଡ ନିଗମରେ ଜଣେ ବି ନିଯୁକ୍ତ ହୋଇ ନାହାନ୍ତି। ଦୁଇ ବର୍ଷ ହେଲା ବିଭିନ୍ନ ବୋର୍ଡ ଏବଂ ନିଗମର ଅଧ୍ୟକ୍ଷ ପଦବୀ ଖାଲି ରହିଥିବା ବେଳେ ଖୁଵ ଶୀଘ୍ର ଏହାକୁ ପୂରଣ କରାଯାଇ ପରେ। ନିକଟରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସଭାପତି ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏନେଇ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା ହୋଇଥିବା କୁହାଯାଉଥିଲା ।

Related posts

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଭାରସାମ୍ୟ ହରାଇ ଓଲଟିଲା ବସ

mahabharatanews

ଉଚ୍ଚଶିକ୍ଷା କ୍ଷେତ୍ରରେ ଅତ୍ୟାଧୁନିକ ଯୋଗଦାନ ନେଇ ସଫଳତା

mahabharatanews

ଜୁନ୍‌ ୪ରେ କେରଳ , ୧୩ରେ ଓଡିଶା ଛୁଇଁବା ମୌସୁମୀ   

mahabharatanews