ଅପରାଧଓଡିଶା

୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର

ଭୁବନେଶ୍ୱର;ଦୀର୍ଘ ଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ସରକାରୀ ନିୟମ ଅନୁସାରେ ବିହିତ କାର୍ଯ୍ୟାନୁଷ୍ଠାନ କରିବେ ସରାକର । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଉତ୍ତର । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ବିଭିନ୍ନ କରଣ ଦର୍ଶାଇ ଛୁଟିରେ ଅଛନ୍ତି ।

Related posts

ରାଜ୍ୟରେ ଆଉ ୫ କୋରୋନା ପଜେଟିଭ ଚିହ୍ନଟ

mahabharatanews

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

mahabharatanews

ପ୍ରଭୁ ସାକ୍ଷୀଗୋପୀନାଥଙ୍କୁ ମକର ଚାଉଳ ଭୋଗ ଲାଗି

mahabharatanews