ଭୁବନେଶ୍ୱର: ଆଜିଠୁ ବଜେଟ ଅଧିବେଶନ ଆରମ୍ଭ ହୋଇଛି । ଗୃହରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ଅଭିଭାଷଣ ସମୟରେ ବିରୋଧୀ କଂଗ୍ରେସ ଓ ବିଜେପି ଗୃହରେ ହଙ୍ଗାମା କରି କକ୍ଷତ୍ୟାଗ କରିଛନ୍ତି । ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭ ହେବା ମାତ୍ରେ କୋଟିଆ ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଛନ୍ତି । କୋଟିଆ ପ୍ରସଙ୍ଗ ସହ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ସ୍ଥିତିକୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଛନ୍ତି ।କୋଟିଆ ବିବାଦ, ଧାନମଣ୍ଡି ଅବ୍ୟବସ୍ଥା, ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିଜେପି ସଦସ୍ୟମାନେ ମଧ୍ୟ ଅଭିଭାଷଣ ସମୟରେ କକ୍ଷତ୍ୟାଗ କରିଛନ୍ତି ।
ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି । ସେ ତାଙ୍କ ଅଭିଭାଷଣରେ କରୋନା ନିୟନ୍ତ୍ରଣରେ ରାଜ୍ୟ ସରକାରଙ୍କୁ ପ୍ରଶଂସ କରିଛନ୍ତି । ସେହିପରି ଜନସ୍ୱାସ୍ଥ୍ୟ ଓ ପାନୀୟଜଳ ସମସ୍ୟା ଦୂର ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି କହିଛନ୍ତି । ଏହି ଅବସରରେ ଦିବଂଗତ ପୂର୍ବତନ ସଦସ୍ୟ, ସହିଦ ଯବାନ ଓ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରି ଛନ୍ତି ।
ଏଥିସହ ରାଜ୍ୟ ସରକାର ନିଜ ଅଭିଭାଷଣରେ କହିଛନ୍ତି, ୨୦୨୧ ସୁଦ୍ଧା ରାଜ୍ୟର ସବୁ ପୌରାଞ୍ଚଳରୁ ବର୍ଜ୍ୟବସ୍ତୁ ପ୍ରକିୟାକରଣ ହେବ। ଭିନ୍ନକ୍ଷମ, ନିରା ଶ୍ରୟ, ବରିଷ୍ଠ ନାଗରିକଙ୍କ ସାମାଜିକ ନିରାପତ୍ତା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । କରୋନା ବେଳେ ଅଙ୍ଗନବାଡ଼ି ଦ୍ୱାରା ପିଲାଙ୍କ ପୃଷ୍ଟିସାଧନ ହୋଇଛି। ବିଜୁ ଶିଶୁ ସୁରକ୍ଷା୨୦୨୦ ପରିବର୍ଦ୍ଧିତ ହେବ । ୧୬,୫୦୦ରୁ ଅଧିକ ମୋ ଉପକାରୀ ବଗିଚା ବିକଶିତ କରାଯାଇଛି। ସହରାଞ୍ଚଳରେ ପାନୀୟ ଜଳ ଯୋଗାଣରେ ସରକାର ଉଲ୍ଲେଖନୀୟ କାର୍ୟ୍ୟ କରିଛନ୍ତି। ୭୫୦୦ କୋଟି ଟଙ୍କା ବ୍ୟୟରେ ୬୬ ଲକ୍ଷ ବ୍ୟକ୍ତିଗତ ଶୌଚାଳୟ ନିର୍ମାଣ ହୋଇଛି। ସରକାର ୨୪ ଘଣ୍ଟିଆ ବିଦ୍ୟୁତ୍ ସେବା ଯୋଗାଇବା ପାଇଁ ପ୍ରତିବଦ୍ଧ । ଷ୍ଟାର୍ଟ୍-ଅପ୍ ଉନ୍ନତି ପାଇଁ ଷ୍ଟାର୍ଟ୍-ଅପ୍ ଓଡ଼ିଶା ଉପକ୍ରମ ଆରମ୍ଭ ହୋଇଛି। ହସ୍ତତନ୍ତ ଶିଳ୍ପର ବିକାଶ ପାଇଁ ୫୨ କୋଟି ଟଙ୍କା ବିନିଯୋଗ କରାଯାଇଛି। ସୁନ୍ଦରଗଡ଼ରେ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପ୍ରତିଷ୍ଠା କରାଯିବ। ତୃଣମୂଳ ସ୍ତରରୁ ଖେଳାଳିଙ୍କୁ ପ୍ରୋତ୍ସାହନ ଯୋଗାଇ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ରହିଛନ୍ତି ।
It looks at the pungent evidence, assesses whether there are ill drugs forzest 20 mg india the risk, measures the dui against each other and assesses what the dissolving benefit of a dangerous drug may be. buy viagra online malaysia THE hard truth about how Aussie men are paying more to treat impotence than blokes in Britain.
