ଓଡିଶା

ଭୁବନେଶ୍ୱରରୁ ଗୋମାଂସ ପ୍ୟାକେଟ୍ ଜବତ   

(ଭୁବନେଶ୍ୱର): ଗୋମାଂସ ବେଳେ ଜଣେ ଗିରଫ ।  ଭୁବନେଶ୍ୱର ରେଳଷ୍ଟେସନ୍ରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି ।

ସୂଚନା ଅନୁଯାୟୀ, ଭୁବନେଶ୍ୱର ରେଳ ଷ୍ଟେସନରେ କିଛି ପ୍ୟାକେଟ ରଖାଯାଇଥିଲା । ଯାହାକୁ ବିଶାଖା ଟ୍ରେନରେ ସିକନ୍ଦରାବାଦ ପଠାଯିବାର ଥିଲା । ଏଥିସହ ଏହି ଘଟଣାରେ ପୋଲିସ ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚରା ଜାରି ରଖିଛି । ତେବେ ଏହି ଘଟଣାର ଚେର କେଉଁ ପର୍ଯ୍ୟନ୍ତ ଲମ୍ବିଛି , ଆଉ କେଉଁ ମାନେ ଏଥିରେ ସାମିଲ ରହିଛନ୍ତି , ସେ ନେଇ ପୋଲିସ ଛାନଭିନ୍ ଜାରି ରଖିଛି ।

Related posts

ଦେଶରେ ଓଡିଶା ମଦ୍ୟପାନ ଜନିତ ମୃତ୍ୟୁରେ  ଦ୍ୱିତୀୟ

mahabharatanews

ବିଶ୍ଵ ତାରିଣୀ ମହିଳା ମହାବିଦ୍ୟାଳୟ ରେ ରକ୍ତଦାନ ଶିବିର

mahabharatanews

ବୁଢା ଡ଼ଙ୍ଗର ଲୋକ ମହୋତ୍ସବ ୨୦୨୫ କେସିଙ୍ଗା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଉଦଯାପିତ

mahabharatanews