ଓଡିଶା

ନବରଙ୍ଗପୁରରେ ଜଣେ ନକ୍ସଲ ଏନ୍‌କାଉଣ୍ଟର

(ନବରଙ୍ଗପୁର) : ନବରଙ୍ଗପୁର ପୋଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କୁ ବଡ଼ ସଫଳତା । ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ବାହିନୀର ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଛି ।

ସୂଚନାନୁଯାୟୀ ,  ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ବେଳେ ଏହି ଏନ୍‌କାଉଣ୍ଟର ଗରିଆବନ୍ଧ ଜିଲ୍ଲା ମୈନପୁରର ସୋଭା ଥାନା ଅନ୍ତର୍ଗତ ଗରେବା ଜଙ୍ଗଲରେ ଘଟିଥିବା କୁହାଯାଉଛି।

Related posts

ଜାକ ଜମକ ଲାଇଟ ସାଙ୍ଗକୁ ତୋରଣର ସାଜସଜାରେ ଜମୁଛି କଟକର ଦୂର୍ଗା ପୂଜା ମଣ୍ଡପ

mahabharatanews

ମନ୍ତ୍ରୀପଦରୁ ବିଦା ହେଲେ ପାର୍ଥ ଚାଟାର୍ଜୀ

mahabharatanews

ସକାଳ ୭ଟାରୁ ୧୦ ପର୍ଯ୍ୟନ୍ତ ଖୋଲା ରହିବ ଅଙ୍ଗନୱାଡି କେନ୍ଦ୍ର

mahabharatanews