ଓଡିଶା

ଆସନ୍ତା ୩ଦିନ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୩ ରୁ ୪ ଦିନ ପର୍ଯ୍ୟନ୍ତ ଏପରି ରାଜ୍ୟରେ ଏପରି ପାଗ ରହିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆଜି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ଅଧିକାଂସ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକେ ବର୍ଷା ପରିମାଣ ୭ ରୁ ୧୧ ସେଣ୍ଟିମିଟର ରହିବ । Elections 2024: ବିଜେଡ଼ି କଳିର ଫାଇଦା ନେବ ବିଜେପି ! ସେହିପରି କୋରାପୁଟ, ରାୟଗଡ଼ା, ପୁରୀ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଯାଦପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ମାଲକାନଗିରି, ଗଜପତି, ମାଲକାନଗିରି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡି ହେବାର ସମ୍ଭବନା ରହିଛି । ବର୍ଷା ସହ ଏଠି ୩୦ ରୁ ୪୦ କିମି ବେଗରେ ପବନ ବହିବାରେ ଆଶଙ୍କା ରହିଛି । ଯେଉଁଥିପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related posts

ଆଜି ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ

mahabharatanews

ପସନ୍ଦିତା ଜାଗା ଦେଇ ବାପାଙ୍କୁ ଖୁସିକଲେ ଦୁଇ ସଂସ୍ଥା

mahabharatanews

 ସ୍ୱାଧୀନତା ଦିବସରେ ନକ୍ସଲଙ୍କ ହିଂସା କାଣ୍ଡ ; ଆଖି ବୁଜିଲେ ୨ ଯବାନ  

mahabharatanews