ଓଡିଶାପାଣିପାଗ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ

ଭୁବନେଶ୍ବର:କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାକୁ ଲାଗିଥିବା ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଓଡ଼ିଶା ଉପକୂଳ ଆଡକୁ ମୁହାଁଇବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୨ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Related posts

ଆଜିଠୁ ଶୁଭାରମ୍ଭ ହେବ ଲକ୍ଷ୍ମୀ ଯୋଜନା

mahabharatanews

ଅରିନ୍ଦମଙ୍କ ମୃତ୍ୟୁରେ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

mahabharatanews

୭.୬୩ ଲକ୍ଷ ଟଙ୍କାର ଜୋରିମାନା ଆଦାୟ

mahabharatanews