ଓଡିଶା

ଆରପାରିରେ ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ

(ଭୁବନେଶ୍ୱର) : ଆରପାରିରେ ଓଡ଼ିଶାର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ । ୮୩ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ରୋଗରେ ହେତୁ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ହୋଇଛି । ତେବେ ଏନେଇ ତାଙ୍କଝିଅ ସୁନୀତା ବିଶ୍ୱାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଶ୍ରୀ ବିଶ୍ୱାଳ ରାଜ୍ୟର ଏକମାତ୍ର ଆଦିବାସୀ ନେତା ଯିଏ ୨ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୯ ମସିହା ଡିସେମ୍ବର ୭ରୁ ୧୯୯୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୩ ମାସ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୯୯୯ ଡିସେମ୍ବର ୬ରୁ ୨୦୦୦ ମାର୍ଚ୍ଚ ୫ତାରିଖ ପର୍ଯ୍ୟନ୍ତ ପ୍ରାୟ ୮ ମାସ ଧରି ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ।

Related posts

ରାଜ୍ୟରେ କରୋନା ସଂକ୍ରମଣରେ ହ୍ରାସ ଘଟିଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ

mahabharatanews

କୋରାପୁଟରେ ପ୍ରଥମ କରୋନା ରୋଗୀ ଚିହ୍ନଟ 

mahabharatanews

ଭିଜିଲାନ୍ସ ଜାଲରେ ମାଲକାନଗିରି ଜିଲ୍ଲାର ଅ।।ଇସିଡିଏସ ସୁପରଭାଇଜର

mahabharatanews