ଭାରତ

ହିଜାବ ମାମଲା: ସମସ୍ତ ଆବେଦନକୁ ଖାରଜ କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: କର୍ଣ୍ଣାଟକର ସ୍କୁଲ ଏବଂ କଲେଜଗୁଡ଼ିକରେ ହିଜାବକୁ ନେଇ ଚାଲିଥିବା ବିବାଦର ଆଜି ଶୁଣାଣି ହୋଇଛି। ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବା ଉପରେ କର୍ଣ୍ଣାଟକ ହାଇକୋର୍ଟ ନିଷେଧାଦେଶ ଜାରି କରିଛନ୍ତି । ଏହା ସହିତ ହିଜାବ ବିରୋଧରେ ଆଦେଶକୁ ଚ୍ୟାଲେଞ୍ଜ କରୁଥିବା ସମସ୍ତ ପିଟିସନକୁ ଖାରଜ କରାଯାଇଥିବା ସୂଚନା ରହିଛି । ହିଜାବ ବିବାଦ ମାମଲାରେ ସମସ୍ତ ଆବେଦନକୁ ଖାରଜ କରିଛନ୍ତି କର୍ଣ୍ଣାଟକ ହାଇକୋର୍ଟ । ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ହିଜାବ ଧର୍ମର ଜରୁରୀ ଅଂଶ ନୁହେଁ । ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରିବେ ନାହିଁ । ସୂଚନାଯୋଗ୍ୟ ଯେ ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନକୁ ଚ୍ୟାଲେଞ୍ଜ କରି ଆବେଦନ ହୋଇଥିଲା |

Related posts

ଓଡି଼ଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

mahabharatanews

ନିର୍ଦ୍ଧାରିତ ସମୟ ପୂର୍ବରୁ ହୋଇପାରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ।

mahabharatanews

ସେପ୍ଟେମ୍ବର ୨ରେ ଲଞ୍ଚ ହେବ ‘ଆଦିତ୍ୟ ଏଲ-୧’

mahabharatanews