ଓଡିଶା

ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ବାତିଲ୍‌

(ପୁରୀ) : ଆଜି ଗଡ଼ିବନି ହାୱଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ହାୱଡ଼ା-ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଆଜି ପାଇଁ ବାତିଲ୍‌ ହୋଇଛି। କନେକ୍ଟିଂ ବନ୍ଦେ ଭାରତ ବିଳମ୍ବ ଚାଲୁ ଥିବାରୁ ଏବଂ ସମୟ ଖାପ ଖୁଆଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ରେଲ୍‌ୱେ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ,ରବିବାର ଦିନ ଝଡ଼ତୋଫାନ ଯୋଗୁ କ୍ଷତିଗ୍ରସ୍ତ ହୋଇ ଭଦ୍ରକ ମଞ୍ଜୁରୀରୋଡ୍‌ ନିକଟ ବୈତରଣୀ ପୋଲ ଉପରେ ଅଟକି ରହିଥିଲା ଭାରତର ଅତ୍ୟାଧୁନିକ ସେମି ହାଇସ୍ପିଡ୍‌ ଟ୍ରେନ୍ ପୁରୀ-ହାଓଡା ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ । ଦୀର୍ଘ ୩ ଘଣ୍ଟା ଧରି ଟ୍ରେନ୍‌ଟି ଟ୍ରାକ୍‌ରେ ଅଟକି ରହିବାପରେ ରେଳବାଇ ଟିମ୍‌ ପହଞ୍ଚି ମରାମତି ଆରମ୍ଭ କରିଛି।

Related posts

ଦୁଇ ନୂତନ ସଂକ୍ରମିତଙ୍କ ତଥ୍ୟ ପ୍ରକାଶ

mahabharatanews

ଶ୍ରୀନାଥଙ୍କୁ ଭେଟିବାକୁ ମେ ଫେୟାର ହୋଟେଲ ପହଞ୍ଚିଥିଲେ ଓଡ଼ିଆ ଫ୍ୟାନ୍ସ ଦୀପକ

mahabharatanews

ମାନସିକ ଭିନ୍ନକ୍ଷମ ରୋଗୀଙ୍କୁ ଉଦ୍ଧାର କଲା ବ୍ୟାସ ଫାଉଣ୍ଡସେନ

mahabharatanews