ବିଶ୍ୱ

ମୁକୁଳିପାରିଲେନି ଇମ୍ରାନ ଖାନ, ଜାମିନ ପରେ ପୁଣି ଗିରଫ 

(ପାକିସ୍ତାନ):  ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଜି ଇସଲାମାବାଦ ହାଇକୋର୍ଟ ଜାମିନ୍‌ ପ୍ରଦାନ କରିଥିଲେ। jକିନ୍ତୁ ଜାମିନ ମିଳିବା ପରେ ଏବେ ଆଉ ଏକ  ଏବେ ଆଉ ଏକ ମାମଲାରେ ଇମ୍ରାନଙ୍କୁ ଗିରଫ କରାଯାଇଛି।

 ସୂଚନାନୁଯାୟୀ , ଇମ୍ରାନ ଖାନ ପାକିସ୍ତାନରେ କ୍ଷମତାରେ ଥିବାବେଳେ ରାଜନୈତିକ ଉଦ୍ଦେଶ୍ୟରେ ଏକ ଗୁପ୍ତ କୂଟନୈତିକ କେବୁଲ ସିଫରର ଅପବ୍ୟବହାର କରିଥିଲେ। ଏହି ମାମଲାରେ ଇମ୍ରାନଙ୍କୁ ଆଜି ଗିରଫ କରାଯାଇଛି ଏବଂ ସେ ଅଗଷ୍ଟ ୩୦ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରହିବେ। କିଛି ସମୟ ପୂର୍ବରୁ ଇସଲାମାବାଦ ହାଇକୋର୍ଟ, ସେସନ୍‌ କୋର୍ଟଙ୍କ ରାୟକୁ ସ୍ଥଗିତ ରଖି ମଙ୍ଗଳବାର ଦିନ ତୋଷଖାନା ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜାମିନ୍‌ ପ୍ରଦାନ କରିଥିଲେ।

Related posts

ଅଲ ଇଂଲଣ୍ଡ ସୁପର ୧୦୦ ବ୍ୟାଡମିଣ୍ଟନ ଟାଇଟଲ ହାସଲ ନେଇ ମଉଳିଲା ଲକ୍ଷ୍ୟଙ୍କ ସ୍ୱପ୍ନ

mahabharatanews

ଆଜି ବିଶ୍ୱ ହସ୍ତୀ ଦିବସ

mahabharatanews

ନୂଆବର୍ଷରୁ ପ୍ରତ୍ୟେକ ଟୋଲ୍ ପ୍ଲାଜାରେ ଲାଗିବ ହାଇ- ସ୍ପିଡ୍ କ୍ୟାମେରା

mahabharatanews