ଓଡିଶା

ପ୍ରଦର୍ଶନୀ ପଡ଼ିଆରେ ୭୭ତମ ସ୍ୱାଧୀନତା ଦିବସ

(ଭୁବନେଶ୍ୱର) : ଆଜି ଗାଁ ରୁ ସହର ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ଏହିକ୍ରମରେ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମଧ୍ୟ ସ୍ୱାଧୀନତା ଦିବସ ପାଳିତ ହେବ । ଏଥିପାଇଁ ପ୍ରସ୍ତୁତି ଜୋରଦାରରେ ପ୍ରସ୍ତୁତି କରାଯାଇଛି । ପୂର୍ବରୁ ଫୁଲଡ୍ରେସ୍ ରିହରସାଲ କରାଯାଇଛି । ପରେଡ୍ ରିହର୍ସଲରେ ପୋଲିସ ଡିଜି ସୁନୀଲ ବଂଶଲ ସାମିଲ ହୋଇଥିଲେ ।

ପୋଲିସ ଡିଜି କହିଛନ୍ତି ସ୍ୱାଧୀନତା ଦିବସ ପାଇଁ ସାରା ରାଜ୍ୟରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି । ମାଓ ଅଧ୍ୟୁଷିତ ଅଞ୍ଚଳକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ସେହିପରି ପୋଲିସ କମିଶନର କହିଛନ୍ତି, ରାଜ୍ୟସ୍ତରୀୟ ପରେଡ ପାଇଁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ ଗ୍ରହଣ କରିବାକୁଥିବାରୁ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ପୋଲିସ କମିଶନର ।

Related posts

୬ ଖଣ୍ତ ହାତ ତିଆରି ଶାଢୀ କିଣିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews

ସରିଛି ୫ଜି ସ୍ପେକ୍ଟ୍ରମ ନିଲାମ

mahabharatanews

ଆଗାମୀ ୭୨ ଘଣ୍ଟା ଶିଶୁକନ୍ୟା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ 

mahabharatanews