Uncategorized

ଆଜି ୨୪ ଘଣ୍ଟାରେ ୯୦,୮୦୨ କରୋନା ଆକ୍ରାନ୍ତ ଚିହ୍ନଟ, ୧୦୧୬ ମୃତ୍ୟୁ

(ନୂଆଦିଲ୍ଲୀ): ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ୯୦,୮୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୧୬ ଜଣ ପ୍ରାଣ ହରାଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୦୪ ହଜାର ୬୧୩ରେ ପହଞ୍ଚିଛି ଏବଂ ମୋଟ ମୃତ୍ୟୁ ସଂଖ୍ୟା ୭୧ ହଜାର ୬୪୨କୁ ବୃଦ୍ଧି ପାଇଛି । ଦେଶରେ ଏବେ ୮ ଲକ୍ଷ ୮୨ ହଜାର ୫୪୨ ଟି ଆକ୍ଟିଭ୍ କେସ୍ ଥିବାବେଳେ ୩୨ ଲକ୍ଷ ୫୦ ହଜାର ୪୨୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ଘରେ ମାସ୍କ ପ୍ରସ୍ତୁତ କରି ପ୍ରେରଣା ପାଲଟିଲେ କେନ୍ଦ୍ର ମନ୍ତ୍ରୀଙ୍କ କନ୍ୟା, ପତ୍ନୀ

mahabharatanews

ମଧ୍ୟପ୍ରଦେଶ ରାଜ୍ୟପାଳଙ୍କ ନିଷ୍ପତ୍ତି ଠିକ: ସୁପ୍ରିମ କୋର୍ଟ

mahabharatanews

ବାଲକୋନୀ ପାଇଁ ୫ଟି ବାସ୍ତୁ ଟିପ୍ସ

mahabharatanews