ଓଡିଶା

ଗତ ୨୪ ଘଣ୍ଟାରେ ୯୬,୪୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୭୪ ମୃତ

(ନୂଆଦିଲ୍ଲୀ): ଦେଶରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୯୬,୪୨୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ କରୋନାରେ ଆଜି ୧୧୭୪ ଜଣ ପ୍ରାଣ ହରାଇଛନ୍ତି । ନୁତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୭ କୁ ବୃଦ୍ଧି ପାଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪,୩୭୨ ପହଞ୍ଚିଛି । ଏହାସହ ମୋଟ ଆକ୍ଟିଭ୍ କେସ୍ ୧୦,୧୭,୭୫୨ ରହିଛି ଏବଂ ମୋଟ ୪୧,୨୫,୫୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ଆରପାରିରେ ସଙ୍ଗୀତ ଜଗତର ବେତାଜ୍ ବାଦଶାହ: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

mahabharatanews

ବୃଦ୍ଧି ପାଇଲା ଯୁକ୍ତ ଦୁଇ ଆଡମିଶନ୍ ଅବଧି 

mahabharatanews

ପହଞ୍ଚିଲା  ଚତୁର୍ଥ ପର୍ଯ୍ୟାୟ ରଥକାଠ 

mahabharatanews