ଭାରତ

ଗତ ୨୪ ଘଣ୍ଟାରେ ଦେଶରୁ  ୧,୦୨୧ କରୋନା ସଂକ୍ରମିତ ଚିହ୍ନଟ 

(ଦିଲ୍ଲୀ) : ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଦେଶରୁ  ୧,୦୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୧,୦୨୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୩,୧୫୨ରେ ପହଞ୍ଚିଛି।

 

Related posts

ହଠାତ୍ ଜଳ ସ୍ତରର ବୃଦ୍ଧି ହେବାରୁ ଗଙ୍ଗାରେ ବୁଡିଗଲେ ୬ ନାବାଳକ, ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

mahabharatanews

ଇନ୍‌ଷ୍ଟା ରିଲ୍‌ ଛାଡି  ବିବାଦରେ ଅଞ୍ଜଳି ଅରୋରା

mahabharatanews

“ଏସପି ଏବଂ କଂଗ୍ରେସ ମୁସଲମାନମାନଙ୍କ ପାଇଁ କିଛି କରିନାହାଁନ୍ତି”; ମୋଦି

mahabharatanews