ଓଡିଶାଭାରତ

ଗତ ୨୪ଘଣ୍ଟାରେ ଦେଶରୁ ୧୦୬ କରୋନା ସଂକ୍ରମିତ ଚିହ୍ନଟ

(ଭୁବନେଶ୍ୱର) : ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ଘଣ୍ଟା ମଧ୍ୟରେ ଦେଶରୁ ୧୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛି ।  ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨,୧୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୧୦୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୩,୧୮୬ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ରିପୋର୍ଟ କରାଯାଇଥିବା ୧ଟି ମୃତ୍ୟୁକୁ ମିଶାଇ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୯୩ରେ ପହଞ୍ଚିଛି।

Related posts

ବଢୁଛି ଯମୁନା ନଦୀ ଜଳସ୍ତର, ହନ୍ତସନ୍ତ ଦିଲ୍ଲୀବାସୀ

mahabharatanews

ଡ଼ରାଇଲାଣି ଡେଙ୍ଗୁ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୭୮୨କୁ ବୃଦ୍ଧି 

mahabharatanews

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦିତୀୟ ଦିନରେ ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ବାଲୁକାଶିଳ୍ପୀ

mahabharatanews