ଓଡିଶାଭାରତ

ଗତ ୨୪ ଘଣ୍ଟାରେ ଦେଶରୁ ୧୬୯ କରୋନା ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ  ୧୬୯ କରୋନା ସଂକ୍ରମିତ ଚିହ୍ନଟ  ହୋଇଛନ୍ତି । କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୭୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୨,୬୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ ,ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଚିହ୍ନଟ ହୋଇଥିବା ୧୬୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୨,୪୬୨ରେ ପହଞ୍ଚିଛି। ୨ଟି ମୃତ୍ୟୁକୁ ମିଶାଇ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୮୮ରେ ପହଞ୍ଚିଛି।

 

 

Related posts

ମଧ୍ୟାହ୍ନ ଭୋଜନ ଖାଇ: ୧୭ ଶିଶୁ ଗୁରୁତର

mahabharatanews

୨୯୧ରୁ ୪୨ ଜଣ ପ୍ରବାସୀ ହୋମ୍ କ୍ୱାରେଣ୍ଟାଇଂନରେ

mahabharatanews

ଦିଲ୍ଲୀ ଏମ୍ସରେ ଭର୍ତ୍ତିହେଲେ ଜୁଏଲ ଓରାମ

mahabharatanews