ଭାରତ

ଗତ ୨୪ ଘଣ୍ଟାରେ ଦେଶରୁ ୨,୩୮୦ କରୋନା ସଂକ୍ରମିତ ଚିନ୍ହଟ

(ଦିଲ୍ଲୀ) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତ । ଗତ ୨୪ ଘଣ୍ଟାରେ ୨,୩୮୦ କରୋନା ସଂକ୍ରମିତ ସଂଖ୍ୟା ଚିନ୍ହଟ ହୋଇଛନ୍ତି । ତେବେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁଯାୟୀ , ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୯,୬୩୦ରେ ପହଞ୍ଚିଛି। ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୮୦କୁ ବୃଦ୍ଧି ପାଇଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭,୨୧୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

Related posts

ଆଉ ୩୦ ସଂକ୍ରମିତ ଚିହ୍ନଟ ପରେଜିକା ଭାଇରସର ସଂକ୍ରମଣ ୬୬କୁ ବୃଦ୍ଧି

mahabharatanews

ଆଜି ତେଲେଙ୍ଗାନା ଏବଂ ରାଜସ୍ଥାନ ଯିବେ ପ୍ରଧାନମନ୍ତ୍ରୀ 

mahabharatanews

ଫିଲ୍ମ ‘ଦ କେରଳ ଷ୍ଟୋରି’କୁ କରଛାଡ଼ କଲେ ମୁଖ୍ୟମନ୍ତ୍ରୀ

mahabharatanews