ଭାରତ

ଦେଶରୁ ୨୪ ଘଣ୍ଟାରେ ୮୦୧ ସଂକ୍ରମିତ ଚିହ୍ନଟ

(ଦିଲ୍ଲୀ) : ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ   ।ସଂଖ୍ୟା  ୧୦୦୦ ତଳେ ଥିବା ବେଳେ  ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୫,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ସୂଚନାନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୮୦୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୧,୪୭୫ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୭୮କୁ ବୃଦ୍ଧି ପାଇଛି।

Related posts

ଆଜି ରାଷ୍ଟ୍ରପତି ନିର୍ବାଚନ ଫଳାଫଳ

mahabharatanews

ବନ୍ଦେ ଭାରତ ଟ୍ରେନ ଉପରକୁ ପୁଣି ପଥର ମାଡ଼

mahabharatanews

୨୪ ଘଣ୍ଟାରେ ଦେଶରୁ ୭୫୬ କରୋନା ସଂକ୍ରମଣ ଚିହ୍ନଟ

mahabharatanews