ଓଡିଶା

ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର

ପୁରୀ: ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଭିତର ରତ୍ନଭଣ୍ଡାର । ଭିତର ରତ୍ନଭଣ୍ଡାରରେ ୧୧ ଜଣିଆ ଅଧିକୃତ ଟିମ୍ ଅଛନ୍ତି । ଏସ୍‌ଓପି ଅନୁସାରେ ସ୍ଥାନାନ୍ତର ହେବ ରତ୍ନ ଅଳଙ୍କାର ।  ଭିତର ରତ୍ନଭଣ୍ଡାରକୁ ଯାଇପାରନ୍ତି ଗଜପତି ମହାରାଜା।ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ।

ଅନ୍ୟପଟେ ସକାଳ ୮ଟାରୁ ବନ୍ଦ ହେଲା ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ। କେବଳ ଅଧିକୃତ ସେବକମାନଙ୍କୁ ଛଡ଼ାଯିବ। ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହେବ ରତ୍ନ ଅଳଙ୍କାର। କେବଳ ସିଂହଦ୍ୱାରକୁ ଛାଡ଼ି ଅନ୍ୟ ୩ ଦ୍ୱାର ବନ୍ଦ ରହିଛି । ଆଧୁନିକ ସରଞ୍ଜାମ ସହ ଓଡ୍ରାଫ୍ ଟିମ୍ ଏବଂ ସ୍ନେକ୍ ହେଲ୍ପ ଲାଇନ୍ ଟିମ୍ ମଧ୍ୟ ଶ୍ରୀମନ୍ଦିର ଭିତରେ ଅଛନ୍ତି ।

Related posts

ବିରୋଧୀଙ୍କୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପ୍ରଶ୍ନ, ସରକାର ବିଫଳ ତ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି କିପରି

mahabharatanews

କମିଶନରେଟ ପୁଲିସରେ ଫିଟନେସ୍‌ କୋର୍ସ ଆରମ୍ଭ

mahabharatanews

୩୦ ତାରିଖରେ ହେବ ବିଦିପନୀ, ୬୦ ହଜାର ରୁ ଉର୍ଦ୍ଧ ଭକ୍ତ ଯୋଗଦେବେ…

mahabharatanews