ଓଡିଶା

ଏକୀକୃତ ପେନସନ ପରିଚାଳନା ପୋର୍ଟାଲର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ

ଏକୀକୃତ ପେନସନ ପରିଚାଳନା ପୋର୍ଟାଲର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ ଏବଂ ମଧୁବାବୁ ପେନସନ ଯୋଜନାରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ବଲାଙ୍ଗୀରସ୍ଥିତ ବି.ବି.ଏମ୍.ସି.ଏଚ୍. ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହ ଦେଓ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ଥିବା ବେଳେ ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ,ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ , ବ୍ଲକ ଅଧ୍ୟକ୍ଷା ସରିତା ବାଗ ,ପୌର ପରିଷଦ ଅଧ୍ୟକ୍ଷା ଲୀକା ସାହୁ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ମଞ୍ଚାସିନ ଥିଲେ ଏହି କାର୍ଯ୍ୟକ୍ରମରେ ହିତାଧିକାରୀ ମାନଙ୍କୁ  ମୁଖ୍ୟଅତିଥି ଭତ୍ତା ବଣ୍ଟନ କରିଥିଲେ ଏହି କାର୍ଯ୍ୟକ୍ରମ ରେ ଅନେକ ଭତ୍ତା ହିତାଧିକାରୀ ଉପସ୍ଥିତ ଥିଲେ

Related posts

ସୋମବାର ଦିନ ଏହିସବୁ ନିୟମ ପାଳନ କଲେ, ଦୂର ହେବ ସମସ୍ୟା

mahabharatanews

ବିଲରେ ପସିି କାର ଦୁର୍ଘଟଣାଗ୍ରସ୍ତ, ଚାଳକ ଗୁରୁତର

mahabharatanews

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପଗୁଛ ଦେଇ କୃତଜ୍ଞତା ଜଣାଇଲେ , ମସୁଣିହତା ବାସୀ

mahabharatanews