ଓଡିଶା

ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

ଆଜି ବନ୍ଦ ରହିବ ଶ୍ରୀମନ୍ଦିର । ବନକଲାଗି ନୀତି ପାଇଁ 4ଘଣ୍ଟା ପାଇଁ ଦର୍ଷନ ବନ୍ଦ ରହିବ ।  ବୁଧବାର ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Related posts

ଗୁଣ୍ଡିଚା ମନ୍ଦିରରୁ ୨ ଛଦ୍ମବେଶୀ ସେବାୟତ ଚିହ୍ନଟ

mahabharatanews

ସମ୍ବଲପୁର ହସ୍ତଶିଳ୍ପକୁ ପ୍ରସାର କରୁଛନ୍ତି ସମିତ୍

mahabharatanews

କରୋନାକୁ ହରାଇଲେ କ୍ୟାନ୍ସର ରୋଗୀ

mahabharatanews