ଜଗତସିଂହପୁର ଅବକାରୀ ବିଭାଗକୁ ବଡ଼ ଧରଣର ସଫଳତା । ସଦରଥାନା ଜାହାନପୁର ଗ୍ରାମ ନିକଟରୁ ଜଣେ ଯୁବକ ନିକଟରୁ ପ୍ରାୟ ୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ । ବିଶେଷସୂତ୍ରରୁ ଖବର ପାଇ ଅବକାରୀ ଇନ୍ସପେକ୍ଟର ପ୍ରଭାସ ଚନ୍ଦ୍ର ଚୌଧୁରୀଙ୍କ ନେତୃତ୍ୱରେ ଏକ ଟିମ ଚଢ଼ାଉ କରି ୧୩୨ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି । ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ସେହି ଗ୍ରାମର ପ୍ରଶାନ୍ତ କୁମାର ସ୍ୱାଇଁ ନାମକ ଜଣେ ଯୁବକକୁ ଗିରଫ କରାଯାଇଛି ।
previous post
